ହୀରାକୁଦ ଡ୍ୟାମରୁ ଛଡ଼ାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ରବିବାର ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ । ହୀରାକୁଦ ଡ୍ୟାମରୁ ଛଡ଼ାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଦିନ ୧୧ଟାରେ ସ୍ଲୁଇସ୍ ଗେଟରେ ହେବ ନିଷ୍କାସନ । ଫଳରେ ମହାନଦୀ ଓ ଏହାର ଶାଖା ନଦୀରେ ଜଳପତ୍ତନ ବୃଦ୍ଧି ପାଇବ ।

ମହାନଦୀ ବ୍ୟାରେଜରେ କିପରି ବନ୍ୟାଜଳ ସଠିକ ଭାବେ ନିଷ୍କାସିତ ହେବ ସେନେଇ ମୁଣ୍ଡଳୀ ବ୍ୟାରେଜ କତ୍ତୃପକ୍ଷ ସଜାଗ ରହିଛନ୍ତି । ମହାନଦୀର ତଳିଆ ଅଞ୍ଚଳ ବାସୀଙ୍କୁ ସତ୍ତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ମହାନଦୀର ବନ୍ୟାଜଳକୁ କଣ୍ଟ୍ରୋଲ କରିବା ପାଇଁ ମୁଣ୍ଡଳୀଠାରେ ୧୦ଟି ସ୍ଲୁଇସ ଗେଟ ସହ ୩୭୪ଟି ଫଲ ବୋର୍ଡ ସଟର ମରାମତି ମଧ୍ୟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ