Masthead

ଆଜି ସିରିଶାଙ୍କ ମହାକାଶ ଯାତ୍ରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ବଂଶୋଦ୍ଭବ ସିରିଶା ବାନ୍ଦଲା ରବିବାର ମହାକାଶ ଯାତ୍ରା କରିବେ । ରବିବାର ଆମେରିକାର ବିଲିୟନେୟାର ତଥା ଭର୍ଜିନ ଗାଲାକ୍ଟିକ୍ ମାଲିକ ରିଚାର୍ଡ ବ୍ରାନସନଙ୍କ ସହ ନ୍ୟୁ ମେକି୍ସକୋରୁ ମହାକାଶକୁ ଯାତ୍ରା କରିବେ । ଆନ୍ଧ୍ରପ୍ରଦେଶର ଗୁଣ୍ଡୁର ଜିଲ୍ଲାରେ ଜନ୍ମିତ ୩୪ ବର୍ଷୀୟ ଏରୋନଟିକାଲ ଇଞ୍ଜିନିୟର ସିରଶା ଟେକାସ ହ୍ୟୁଷ୍ଟନରେ ବଡ଼ ହୋଇଥିଲେ ।

ମହାକାଶ ଯାତ୍ରା କରିବାରେ କଳ୍ପନା ଚାୱାଲା ଏବଂ ସୁନିତା ୱିଲିୟମ୍ସଙ୍କ ପରେ ସିରିଶା ତୃତୀୟ ଭାରତୀୟ ବଂଶୋଦ୍ଭବ ହେବ । ଭର୍ଜିନ ଗାଲାକ୍ଟିକ୍ ସ୍ପେସକ୍ରାଫ୍ଟରେ ସେ ରିସର୍ଚ୍ଚର ଏକ୍ସପେରିଏନ୍ସ ଦାୟିତ୍ୱ ତିଲାଇବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ