Masthead

୧୮ ରୁ ଭାରତ-ଶ୍ରୀଲଙ୍କା ଶୃଙ୍ଖଳା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ସୀମିତ ଓଭର୍ ଶୃଙ୍ଖଳା ଦ୍ୱୟର ନୂଆ ତାରିଖ ଚୂଡ଼ାନ୍ତ ହୋଇଛି । ଏବେ ଏହି ଶୃଙ୍ଖଳା ଜୁଲାଇ ୧୮ ରୁ ୨୯ ମଧ୍ୟରେ ଖେଳାଯିବ । ପୂର୍ବରୁ ଏହା ଜୁଲାଇ ୧୩ ରୁ ୨୫ ଯାଏ ଖେଳାଯିବାର କାର୍ଯ୍ୟକ୍ରମ ଥିଲା ।

ଶ୍ରୀଲଙ୍କା ଟିମର ବ୍ୟାଟିଂ କୋଚ୍ ଗ୍ରାଣ୍ଟ ଫ୍ଲାୱାର ଓ ଡାଟା ଆନାଲିଷ୍ଟ ଜିଟି ନିରୋଶାନ୍ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ ଓ କ୍ରିକେଟ୍ ଶ୍ରୀଲଙ୍କା ଏହାକୁ କିଛି ଦିନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିଲେ । ବିସିସିଆଇ ଶନିବାର ଏହାର ବିଧିବନ୍ଧ ଘୋଷଣା କରିଥିଲେ । ସୂଚନା ଅନୁସାରେ, ଜୁଲାଇ ୧୮ରେ ପ୍ରଥମ, ୨୦ରେ ଦ୍ୱିତୀୟ ଓ ୨୩ ରେ ତୃତୀୟ ତଥା ଶେଷ ଦିନିକିଆ ମ୍ୟାଚ୍ ଖେଳାଯିବ । ଏହାପରେ ଟି-୨୦ ଶୃଙ୍ଖଳା ଜୁଲାଇ ୨୫,୨୭ ଓ ୨୯ ରେ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି