Masthead

ଟଳୁନି ଟିକା ସଙ୍କଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁନି ଟିକା ଅଭାବ । ମଙ୍ଗଳବାର ରାଜ୍ୟର ୧୫ଟି ଜିଲ୍ଲାରେ ହେବନି ଟିକାକରଣ । ୧୫ଟି ଜିଲ୍ଲାର ମାତ୍ର ୯୭ଟି ସେସନ ସାଇଟରେ ଟିକା ଦିଆଯିବ । ଅନୁଗୁଳ, ବାଲେଶ୍ୱର, ଦେବଗଡ, ଢ଼େଙ୍କାନାଳ, ଗଜପତି, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ, ନୂଆପଡା ଓ ସମ୍ବଲପୁରରେ ମଙ୍ଗଳବାର ଦିଆଯିବନି ଟିକା ।

ରାଜ୍ୟରେ ଆଜି ୩ଲକ୍ଷ ୪୯ ହଜାର ୯୩୦ କୋଭିସିଲ୍ଡ ଟିକା ଥିବାବେଳେ ୩ଲକ୍ଷ ୯ ହଜାର ୫୩୦ କୋଭାକ୍ସିନ ଟିକା ରହିଛି । ଅନ୍ୟପଟେ ସୋମବାର ରାଜ୍ୟର ୨୧୭ଟି କେନ୍ଦ୍ରରେ ୫୧ ହଜାର ୬୫୦ ଲୋକଙ୍କୁ ଟିକା ଦିଆଯାଇଛି । ରାଜ୍ୟରେ ଏପର୍ୟ୍ୟନ୍ତ ୧କୋଟି ୩୩ଲକ୍ଷ ୮୫ ହଜାର ୯୨୩ ଟିକା ଦିଆଗଲାଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼