Masthead

ସେପ୍ଟେମ୍ବର ୧୨ରେ ନିଟ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୧୨ ରୁ ଅନୁଷ୍ଠିତ ହେବ ନିଟ୍ ପରୀକ୍ଷା । ୨୦୨୧ ବର୍ଷ ପାଇଁ ସପ୍ଟେମ୍ବର ମାସରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଆଜି ସଂଧ୍ୟା ୫ରୁ ଆରମ୍ଭ ହେବ ଅନଲାଇନ ଫର୍ମ ପୂରଣ । ନିଟର ୱେବସାଇଟରେ ପରୀକ୍ଷାର୍ଥୀ ଫର୍ମଫିଲଫ କରିପାରିବେ ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ ସୂଚନା ଦେଇଛନ୍ତି । ସାମାଜିକ ଦୂରତାକୁ ଗୁରୁତ୍ୱ ଦେଇ ଚଳିତ ଥର ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯାଇଛି । ୧୫୫ ପରିବର୍ତ୍ତେ ୧୯୮ଟି ସହରରେ ପରୀକ୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ