କମୁଛି ସଂକ୍ରମଣ ବଢୁଛି ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୦୦୦ ତଳେ କରୋନା ସଂକ୍ରମଣ । ସେହିପରି ୬୮ ମୃତ୍ୟୁର ହିସାବ ଦେଇଛନ୍ତି ସରକାର। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୯୩୦ ଜଣ କରୋନା ପଜିଟିଭ ଚିହ୍ନଟ । ୧୧୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୧, ଅନୁଗୁଳରୁ ୫୦ଜଣ, ବାଲେଶ୍ୱରରୁ ୧୩୪ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୯୮ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ୩ଜଣ, କଟକରୁ ୨୨୦ଜଣ, ଦେବଗଡ଼ରୁ ୬ଜଣ, ଢେଙ୍କାନାଳରୁ ୬୨ଜଣ, ଗଜପତିରୁ ୪ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ଗଞ୍ଜାମରୁ ୧୭ଜଣ, ଜଗତସିଂହପୁରରୁ ୭୫ ଜଣ, ଯାଜପୁରରୁ ୧୨୫ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡିରୁ ୭ଜଣ, କନ୍ଧମାଳରୁ ୨୭ ଜଣ, କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୪୩,୬୭୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୧୫,୪୦୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨୩, ୪୯୨ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’