Masthead

ପୂର୍ବତନ କ୍ରିକେଟର ଯଶପାଲ ଶର୍ମାଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ ଭାରତୀୟ କ୍ରିକେଟର ଯଶପାଲ ଶର୍ମାଙ୍କ ଦେହାନ୍ତ ଘଟିଛି । ୧୯୮୩ ବିଶ୍ୱକପ୍ ବିଜେତା ଦଳର ଯଶପାଲ ଶର୍ମାଙ୍କର ୬୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ମଙ୍ଗଳବାର ସକାଳେ ହୃଦଘାତ ହେତୁ ଯଶପାଲ ଶର୍ମାଙ୍କର ମୃତ୍ୟୁ ହୋଇଛି। କ୍ରିକେଟ୍ କ୍ୟାରିୟରରେ ତାଙ୍କର ପ୍ରଦର୍ଶନ ଥିଲା ଚମତ୍କାର ।

ଯଶପାଲ ଶର୍ମା ଭାରତ ପାଇଁ ମୋଟ ୩୭ ଟି ଟେଷ୍ଟ ମ୍ୟାଚ୍ ଖେଳିଥିଲେ ଯେଉଁଥିରୁ ସେ ହାରାହାରି ୩୪ ଟି ମ୍ୟାଚ୍ ଖେଳି ୧୬୦୬ ରନ୍ ସ୍କୋର କରିଥିଲେ । ଏଥିସହ, ମୋଟ ୪୨ଟି ଓଡିଆଇରେ ଯଶପାଲ ଶର୍ମା ୮୮୩ ରନ୍ କରିଥିଲେ । ୧୯୮୩ ବିଶ୍ୱକପ ବିଜେତା ଦଳର ଯଶପାଲ ଶର୍ମା ଏକ ଗୁରୁତ୍ୱପୂର୍ଣ୍ଣ ପାର୍ଟ ଥିଲେ । ବିଶ୍ୱକପରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଯଶପାଲ ଶର୍ମା ୮୯ ରନ୍ ସଂଗ୍ରହ କରିଥିଲେ । ଯେଉଁଥିପାଇଁ ଟିମ୍ ଈଣ୍ଡିଆର ବିଜୟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ