Masthead

ବୁଲେଟ ଟ୍ରେନ ପ୍ରକଳ୍ପର ସମୀକ୍ଷା କଲେ ଅଶ୍ଵିନୀ ବୈଷ୍ଣବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନୂଆ ରେଳମନ୍ତ୍ରୀ ଭାବେ ଦାୟିତ୍ଵ ନେବା ପରେ ଏବେ ଆକ୍ସନ ମୁଡ଼ରେ ଅଶ୍ଵିନୀ ବୈଷ୍ଣବ। ପ୍ରଥମେ ମନ୍ତ୍ରାଳୟ କର୍ମଚାରୀଙ୍କ ସିଫ୍ଟ ବଦଳାଇଥିଲେ। ଆଉ ବର୍ତ୍ତମାନ ବୁଲେଟ ଟ୍ରେନ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଅଶ୍ଵିନୀ ବୈଷ୍ଣବ। ଅହମ୍ମଦାବାଦ- ମୁମ୍ବାଇ ମଧ୍ୟରେ ଚାଲିବାକୁ ଯାଉଛି ବୁଲେଟ ଟ୍ରେନ।

ଏହି ପ୍ରକଳ୍ପ ବିଷୟରେ ଜାତୀୟ ଦ୍ରୁତଗାମୀ ରେଳ ପରିଚାଳନାର ନିଦ୍ଦେର୍ର୍ଶକ ସତୀଶ ଅଗ୍ନିତ୍ରୋହୀଙ୍କ ସହ ସେ ଆଲୋଚନା କରିଛନ୍ତି। ତେବ ଏହି ପ୍ରକଳ୍ପ ପାଇଁ ମୋଟ ୧ହଜାର ୩୯୬ ହେକ୍ଟର ଜମି ଦରକାର ଥିବା ବେଳେ ୧ହଜାର ୩୫ହଜାର ହେକ୍ଟର ଜମି ଅଧିଗ୍ରହଣ ହୋଇଥିବା ଜଣାପଡ଼ିଛି। ନୂଆ ରେଳମନ୍ତ୍ରୀ ଆସିବା ପରେ ଏବେ ଏହି ପ୍ରକଳ୍ପର ସମୀକ୍ଷା କରିବା ସହ ଅଗ୍ରଗତି ପ୍ରକ୍ରିୟା ମଧ୍ୟ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର