Masthead

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ

(ବଡ଼ ଖବର ବ୍ୟୁରୋ ): ଇରାକର ରାଜଧାନୀ ବାଗଦାଦର କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ । ଏଥିରେ ୫୦ ରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଛି । ଡାକ୍ତରଖାନାର କରୋନା ୱାର୍ଡରେ ଏହି ଅଗ୍ନିକାଣ୍ଡ ଘଟିଛି ଯେଉଁଠାରେ କୋଭିଡ ରୋଗୀ ଚିକିତ୍ସିତ ହେଉଥିଲେ । ଏହି ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି ।

ଦକ୍ଷିଣ ବାଗଦାଦର ଅଲ ହୁସେନ୍ ଶିକ୍ଷାଦାନ ହସ୍ପିଟାଲରେ ଏହି ଦୁର୍ଘଟଣା ଘଟିଛି । ଅଧିକାରୀ କହିଛନ୍ତି ଯେ ଅଗ୍ନିକାଣ୍ଡରେ ପ୍ରବଳ ପୋଡାଜଳା ହେତୁ ଅଧିକାଂଶ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଆହତଙ୍କ ଅବସ୍ଥା ମଧ୍ୟ ଗୁରୁତର ଥିବା କୁହାଯାଉଛି । ହସ୍ପିଟାଲରେ ଅଗ୍ନିକାଣ୍ଡର କାରଣ ସର୍ଟ ସର୍କିଟ ବୋଲି ଜଣାପଡିଛି । ଏହି ସମ୍ପୂର୍ଣ୍ଣ ଦୁର୍ଘଟଣାର ତଦନ୍ତ ଏପର୍ଯ୍ୟନ୍ତ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା