Masthead

ଶରଧାବାଲିରେ ତିନି ରଥ

ପୁରୀ(ବଡ଼ ଖବର ବ୍ୟୁରୋ): ଶରଧାବାଲିରେ ତିନି ରଥ । ଆଜି ଅପରାହ୍ନରେ ଗୋଟି ପହଣ୍ଡିରେ ତିନିଠାକୁର ଗୁଣ୍ଡିଚା ମନ୍ଦିରେ ପ୍ରବେଶ କରିବେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୂର୍ବରୁ ଚୂଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁସାରେ ଶରଧା ବାଲିରେ ଚାଳିଛି ଠାକୁରଙ୍କ ତୀତିକାନ୍ତି । ଶ୍ରୀଗୁଣ୍ଡିଚାରେ ମହାପ୍ରଭୁ ଶରଧାବାଲିରେ ସଅଳ ପହଞ୍ଚିଯାଇଥିଲା । ସୋମବାର ରଥ ଉପରେ ଠାକୁରଙ୍କ ମଧ୍ୟାହ୍ନଧୂପ, ସଂଧ୍ୟା ଧୂପ ବଢିଥିଲା । ପରେ ପହୁଡ଼ ପଡିଥିଲା । ଆଜି ସକାଳୁ ବିଧି ଅନୁସାରେ ରଥ ଉପରେ ଠାକୁରଙ୍କ ନୀତିକାନ୍ତି ଚାଳିଛି । ମଙ୍ଗଳ ଆଳତି, ମଧ୍ୟାହ୍ନ ଧୂପ ଓ ସଂଧ୍ୟା ଧୂପ ପରେ ଘୋଡା ଫିଟିବ । ଚାରମାଳ ମନ୍ଧା ହେବା ପରେ ଆରମ୍ଭ ହେବ ଠାକୁରଙ୍କ ଗୋଟି ପହଣ୍ଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ