Masthead

ସ୍ଥିତି ଦେଖି ଅନଲକ ନିଷ୍ପତ୍ତି

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): କରୋନା ସ୍ଥିତି ନେଇ ଡିଏମଇଟି ସିବିକେ ମହାନ୍ତିଙ୍କ ସୂଚନା। ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ। କଟକ ଓ ଖୋର୍ଦ୍ଧା ସମେତ କିଛି ଜିଲ୍ଲାକୁ ସ୍ୱତନ୍ତ୍ର ଫୋକସ୍। ସଂକ୍ରମଣ ହାର ଓ ଅନ୍ୟ ତଥ୍ୟକୁ ସମୀକ୍ଷା କରି ଅନଲକ ନିଷ୍ପତ୍ତି ନିଆଯିବ। ନିଟ୍ ପାଇଁ କେନ୍ଦ୍ର ଯାହା ଗାଇଡଲାଇନ୍ ଦେବ ସେହି ଅନୁସାରେ ପରୀକ୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ