Masthead

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେବ ଏଏସଆଇର ଗର୍ଭଗୃହ ଯାଞ୍ଚ

ପୁରୀ(ବଡ଼ ଖବର ବ୍ୟୁରୋ):ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଏହାପରେ ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେବ ଏଏସଆଇର ଗର୍ଭଗୃହ ଯାଞ୍ଚ । ଏଥିପାଇଁ ଭାରାବନ୍ଧା ଚାଲିଛି । ଏଏସଆଇର ଵୈଷୟିକ କମିଟି ଦ୍ୱାରା ଗର୍ଭଗୃହ, ଜଗମୋହନ, ନାଟମଣ୍ଡପ ଅନୁଧ୍ୟାନ କରାଯାଇ ମରାମତି ଓ ସଂରକ୍ଷଣ କାର୍ୟ୍ୟ କରାଯିବ। ସେହିପରି ଲେଜର ସ୍କାନିଂ ପାଇଁ ଶ୍ରୀମନ୍ଦିର ପ୍ରଶାସନ ଦେଇଛି ଅନୁମତି। କିନ୍ତୁ ଗର୍ଭଗୃହର ଲେଜର ସ୍କାନିଂ ପାଇଁ ଅନୁମତି ଦିଆଯାଇନାହିଁ ।

କେବଳ ଜଗମୋହନ, ନାଟମଣ୍ଡପ ଓ ଭୋଗମଣ୍ଡପର ଲେଜର ସ୍କାନିଂ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଲେଜର ସ୍କାନିଂ ପାଇଁ ସେବାୟତ ମାନଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି। ରୂପାଦ୍ୱାର ଗୋଟିଏ ପରେ ଗୋଟିଏ କରାଯିବ। ଏଥିପାଇଁ ସେବାୟତ ମାନଙ୍କ ସହଯୋଗରେ ଏହି କାର୍ୟ୍ୟ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ