Masthead

ସେପ୍ଟେମ୍ବରରୁ ସେରମ ଉତ୍ପାଦନ କରିବ ସ୍ଫୁଟନିକ-ଭି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ସେପ୍ଟେମ୍ବରରୁ ସେରମ ଉତ୍ପାଦନ କରିବ ସ୍ଫୁଟନିକ-ଭି । ପୁନେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟରେ ଏହାର ଉତ୍ପାଦନ ଆରମ୍ଭ ହେବ ବୋଲି ଋଷିଆର ଡାଇରେକ୍ଟ ଇନଭେଷ୍ଟମେଣ୍ଟ ଫଣ୍ଡ ସୂଚନା ଦେଇଛି । ତେବେ ପ୍ରତି ବର୍ଷ ପ୍ରାୟ ୩୦୦ ମିଲିୟନରୁ ଅଧିକ ଟିକା ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଥିବା ମଧ୍ୟ କୁହାଯାଇଛି ।

ଉତ୍ପାଦନ ପାଇଁ ଆବଶ୍ୟକ ସେଲ ଓ ଭେକ୍ଟର ନମୁନା ରୁଷର ଗାମେଲିୟା ସେଣ୍ଟର ଠାରୁ ହାସଲ କରି ସାରିଛି। ଏହାର ଆମଦାନୀ କରିବାକୁ ଡିସିଜିଆଇ ଅନୁମତି ମଧ୍ୟ ଦେଇ ସାରିଛି। ତେଣୁ ଉତ୍ପାଦନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ସାରିଛି ବୋଲି ଆରଡିଆଇଏଫ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଲର କୋଷ୍ଟରରେ ଫସିଗଲେ ୩୦ଯାତ୍ରୀ 🔴 ରାଜ୍ୟସଭା ଯିବେ କମଲ ହାସନ! 🔴 ଭିଜିଲାନ୍ସ ଜାଲରେ RI 🔴 ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ରୋଲର କୋଷ୍ଟରରେ ଫସିଗଲେ ୩୦ଯାତ୍ରୀ 🔴 ରାଜ୍ୟସଭା ଯିବେ କମଲ ହାସନ! 🔴 ଭିଜିଲାନ୍ସ ଜାଲରେ RI 🔴 ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ