Masthead

ବଢିବ ଯୁକ୍ତ୨ ସିଟ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ବଢିବ ଯୁକ୍ତ ଦୁଇ ସିଟ୍ । ସିଟ୍ ସଂଖ୍ୟାରୁ ପାସ ହାର ଅଧିକ । ଜୁନିୟର କଲେଜରେ ଯୁକ୍ତ ୨ ସିଟ୍ ବଢାଇବା ପାଇଁ ମିଳିଛି ଅନୁମତି । ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର । ସିଟ୍ ବୃଦ୍ଧି ପାଇଁ ସପ୍ତାହେ ମଧ୍ୟରେ ଆବେଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସାମ୍ସରେ ଅନଲାଇନ୍ ମାଧ୍ୟମରେ ଆବୋଦନ କରିବାକୁ ନିର୍ଦ୍ଦେଶ ରହିଛି । ଚଳିତ ବର୍ଷ ମାଟ୍ରିକ ପାସ୍ କରିଛନ୍ତି ୫ ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ । ରାଜ୍ୟରେ ଯୁକ୍ତ ୨ ସିଟ୍ ସଂଖ୍ୟା ୪ ଲକ୍ଷ ୪୩ ହଜାର ୩୫୪ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ