Masthead

ଦରବୃଦ୍ଧି ପ୍ରତିବାଦରେ ସାଇକେଲ୍ ରାଲି କରିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୈଳ ଦର ବୃଦ୍ଧିକୁ ପ୍ରତିବାଦ କରି ବୁଧବାର କଂଗ୍ରେସ ପକ୍ଷରୁ ବଡ଼ ଧରଣର ସାଇକେଲ ରାଲି କରାଯିବ । ଏଥିସହ ୧୫ ତାରିଖରେ ଡିଜେଲ, ପେଟ୍ରୋଲ ନ କିଣିବାକୁ ଲୋକଙ୍କୁ ଅପିଲ କରିଛନ୍ତି ପିସିସି ସଭାପତି ।

ଗୁରୁବାର ବାମଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିବ ବୋଲି ଘୋଷଣା କରିଛି । ଜୁଲାଇ ୧୭ରେ ପେଟ୍ରୋଲ ପମ୍ପ ସମ୍ମୁଖରେ ଦସ୍ତଖତ ସଂଗ୍ରହ କରି କେନ୍ଦ୍ର ସରକାରଙ୍କୁ ପାଖରେ ଦାଖଲ କରାଯିବ ବୋଲି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼