ପୁଲଓ୍ୱାମାରେ ଏନ୍‌କାଉଣ୍ଟର : ୨ ଆତଙ୍କବାଦୀ ନିହତ

(ବଡ଼ ଖବର ବ୍ୟୁରୋ): ଭାରତ ସୀମାକୁ ପ୍ରବେଶ କରିବାରେ ଲାଗିଛନ୍ତି ଆତଙ୍କବାଦୀ । ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ଧୀରେ ଧୀରେ ବଢିବାରେ ଲାଗିଛି । । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ନିୟନ୍ତ୍ରଣ ରେଖା ନିକଟରେ ଅନେକ ସମୟରେ ପାକିସ୍ତାନୀ ସେନା ଦ୍ୱାରା ଅସ୍ତ୍ରବିରତି ଉଲ୍ଲଂଘନ ହେଉଛି । ବୁଧବାର ଭୋରରୁ ପୁଲୱାମା ସହରରେ ଭାରତୀୟ ଯବାନ ପକ୍ଷରୁ ଏନକାଉଣ୍ଟର କରାଯାଇଛି ।

ଏଠାରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ଭାରତୀୟ ସେନା ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ଏଠାରେ ଆତଙ୍କବାଦୀ ଲୁଚି ରହିଥିବା ବିଷୟରେ ସୁରକ୍ଷା ବାହିନୀଙ୍କୁ ସୂଚନା ମିଳିଥିଲା । ଏନକାଉଣ୍ଟର ସ୍ଥାନରେ ବହୁ ସଂଖ୍ୟକ ସୁରକ୍ଷା କର୍ମୀ ଏବଂ ପୋଲିସ ନିୟୋଜିତ ହୋଇଛନ୍ତି । ଜାମ୍ମୁ କାଶ୍ମୀର ପୋଲିସ ଏହି ସୂଚନା ଦେଇଛି । ଏହାପୂର୍ବରୁ ଜୁଲାଇ ୮ରେ ପୁଲୱାମାରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!