Masthead

୨ ହଜାର ଉପରେ ସଂକ୍ରମଣ ହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ୨ ହଜାର ଉପରେ ସଂକ୍ରମଣ ଚିହ୍ନଟ । ଗତ ୨୪ ଘଣ୍ଟାରେ ୨ ହଜାର ୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧ ଶହ ୯୨ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୮୨ ଜଣ ଅଛନ୍ତି । ଖୋର୍ଦ୍ଧାରୁ ୪୪୩, କଟକରୁ ୨୮୩, ପୁରୀ ୧୩୩, ଯାଜପୁର ୧୨୦, ବାଲେଶ୍ୱର ୧୧୫,ମୟୂରଭଞ୍ଜ ୧୧୫, ଭଦ୍ରକ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯ ।

ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୧୮ ହଜାର ୪୧ ଜଣ । ଏବେବି ସକ୍ରିୟ ଅଛନ୍ତି ୨୨ ହଜାର ୮୬୦ ଜଣ । ୬୯,୨୮୭ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୨.୯୯% ରହିଛି । ସେହିପରି ୬୫ ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ଜୁଲାଇ ମାସର ୧୪ ଦିନରେ ୩୫ ହଜାର ୯୪୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୭୭ ମୁଣ୍ଡ ନେଲାଣି ମହାମାରୀ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ