Masthead

ଉଠିବ କି ଲକଡାଉନ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ସରିବାକୁ ଆସୁଛି ଆଂଶିକ ଲକଡାଉନ । ଆଉ ଦୁଇ ଦିନ ପରେ ଲାଗୁ ହୋଇଥିବା ଲକଡାଉନ୍‌ ଅବଧି ଶେଷ ହେବ। ଏ ନେଇ ପରିବାର ଓ ସ୍ୱାସ୍ଥ୍ୟ କଲ୍ୟାଣ ନିର୍ଦ୍ଦେଶକ ବିଜୟ ମହାପାତ୍ର ନିଜର ବୟାନ ଦେଇ କହିଛନ୍ତି କି, ‘ରାଜ୍ୟରେ କରୋନା ସଂକ୍ରମଣ କମୁଛି, ମାତ୍ର ଆମେ ସ୍ଥିତି ଉପରେ ନଜର ରଖୁଛୁ। ପଡୋଶୀ ଛତିଶଗଡ଼ରେ ସଂକ୍ରମଣ କିଛିଟା ବଢ଼ିଛି।

ତେଣୁ ନୂଆପଡ଼ା ଉପରେ ଆମେ ନଜର ରଖିଛୁ। ଆମକୁ ସଜାଗ ରହିବାକୁ ପଡ଼ିବ। ସରକାର ସବୁ କଥା ଦେଖି ୧୬ ତାରିଖରେ ସରୁଥିବା ଲକଡାଉନ ଉପରେ ନିଷ୍ପତ୍ତି ନେବେ। ସେହିପରି ଡିଏମଏଟିର ଡାକ୍ତର ସି ବି କେ ମହାନ୍ତି କହିଛନ୍ତି, ‘କେନ୍ଦ୍ର ସରକାରଙ୍କ କହିବା ଅନୁସାରେ ବର୍ତ୍ତମାନ ବ୍ରିଟେନ, ରୁଷିଆ, ବାଂଲାଦେଶ, ଇଣ୍ଡୋନେସିଆରେ ତୃତୀୟ ଲହର ଚାଲିଛି। ମାତ୍ର ଭାରତରେ ଏଯାଏ ତୃତୀୟ ଲହର ଆସିନି। ତୃତୀୟ ଓ ଚତୁର୍ଥ ଲହର ଆସିପାରେ। ବର୍ତ୍ତମାନ ଓଡ଼ିଶାରେ ସଂକ୍ରମଣ ତଳମୁହାଁ ଅଛି। ୧୬ ପରେ ପରିସ୍ଥିତି ଦେଖି ଅନଲକ କରାଯିବ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ