Masthead

୨୧୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବଢିଲା ସଂକ୍ରମଣ । ଗତ କିଛି ଦିନ ହେବ ରାଜ୍ୟରେ ୨ହଜାର ତଳକୁ ରହିଥିଲା ସଂକ୍ରମଣ । ବୁଧବାର ଠାରୁ ରାଜ୍ୟରେ ପୁଣି ୨ ହଜାର ପାର ହୋଇଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨ ହଜାର ୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସଂଗରୋଧରୁ ୧୨୧୩ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୯୭ ଜଣ । ଖୋର୍ଦ୍ଧାରୁ ୪୫୮, କଟକରୁ ୩୨୩, ବାଲେଶ୍ୱର ୧୬୮, କେନ୍ଦ୍ରାପଡ଼ା ୧୩୨, ପୁରୀରୁ ୧୧୩, ମୟୂରଭଞ୍ଜ ୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭ହଜାର ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୨୦ ହଜାର ୬୪୬ଜଣ । ସେହିପରି ୬୬ ମୃତ୍ୟୁର ହିସାବ ଦେଇଛନ୍ତି ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ