Masthead

କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶୁକ୍ରବାର କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ବୈଠକ । କରୋନାର ତୃତୀୟ ଲହର ଆଶଙ୍କା ନେଇ ସମୀକ୍ଷା କରିବେ ।

ଓଡ଼ିଶା ସମେତ ତାମିଲନାଡୁ, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ କେରଳର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରି ସ୍ଥିତି ସମୀକ୍ଷା କରିବେ । ଦିନ ୧୧ଟାରେ ଭର୍ଚୁଆଲରେ ଏହି ବୈଠକ ହେବ । ଦ୍ୱିତୀୟ ଲହରର ପ୍ରକୋପ କମୁଥିଲେ ମଧ୍ୟ ଏହି ରାଜ୍ୟ ଗୁଡିକରେ ସଂକ୍ରମଣ ଅଧିକ ରହୁଛି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ପୂର୍ବୋତ୍ତର ରାଜ୍ୟଗୁଡିକ ସହ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ