Masthead

ଆଜିଠୁ ନୂଆ ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୁକ୍ରବାରଠାରୁ ଲାଗୁ ହେଲା ନୂଆ ଗାଇଡଲାଇନ । ସାରା ରାଜ୍ୟରେ ଖୋଲିବ ଜିମ୍ ସ୍ପା, ସେଲୁନ ବ୍ୟୁଟିପାର୍ଲର । କେବଳ ପୁରୀକୁ ଛାଡି ସାରା ରାଜ୍ୟରେ ଗଡ଼ିବ ବସ୍ । ପୁରୀରେ ଜୁଲାଇ ୨୫ ପରେ ବସ୍ ଗଡ଼ିବ । ସିଟ୍ କ୍ଷମତା ଅନୁସାରେ ଯାତ୍ରୀଙ୍କୁ ନେଇ ବସ୍ ଗଡ଼ିବ । ଡ୍ରାଇଭର ସହ ଦୁଇ ଜଣ ଯାତ୍ରୀଙ୍କୁ ନେଇ କାର-ଅଟୋ ରିକ୍ସା ଚଳାଚଳ କରିପାରିବେ ।

ରେଷ୍ଟୁରାଂଟ ଓ ଢ଼ାବା ମଧ୍ୟ ଖୋଲିବାକୁ ଅନୁମତି ଦିଆଯାଇଛି । ତେବେ କେବଳ ପାର୍ସଲ ପାଇଁ ଅନୁମତି ଦିଆଯାଇଛି । ଅର୍ଥାତ କେହି ବସି ଖାଇପାରିବେ ନାହିଁ । ପାର୍କ, ମଲ, ସିନେମା ହଲ ବନ୍ଦ ରହିବ । ତେବେ କାଟାଗୋରୀ ଏ’ରେ ଥିବା ଜିଲ୍ଲାଗୁଡିକରେ ସାପ୍ତାହିକ ଓ ଦୈନିକ ହାଟ ଖୋଲିବାକୁ ଅନୁମତି ଦିଆଯାଇଛି । ବି କାଟାଗୋର ଥିବା ଜିଲ୍ଳାରେ ବାରଣ କରାଯାଇଛି । ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ୧୭ ଜିଲ୍ଲା ସମେତ କେନ୍ଦୁଝର, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାକୁ କାଟାଗୋରୀ ‘ଏ’ରେ ଓ ପୁରୀ, କଟକ , ବାଲେଶ୍ୱର ଓ ମୟୂରଭଞ୍ଜର ୧୦ଟି ଜିଲ୍ଲାକୁ କାଟାଗୋରୀ ‘ବି’ରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା