Masthead

ପ୍ରଥମ ଦିନରେ ୧୨୮୪ ଗର୍ଭବତୀ ମହିଳାଙ୍କ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଛି ଗର୍ଭବତୀ ମହିଳାଙ୍କ ଟିକାକରଣ । ପ୍ରଥମ ଦିନରେ ୧୨୮୪ ଜଣ ଗର୍ଭବତୀ ମହିଳାଙ୍କୁ ଟିକା ଦିଆଯାଇଛି । ଜୁଲାଇ ୧୬ ତାରିଖରେ ରାଜ୍ୟରେ ୧ ଲକ୍ଷ ୨୧ ହଜାର ୬୨୨ ଜଣଙ୍କୁ କରୋନା ଟିକା ପ୍ରଦାନ କରାଯାଇଛି ।

ଏହା ମଧ୍ୟରେ ୧୨୮୪ ଜଣ ଗର୍ଭବତୀ ରହିଛନ୍ତି । ଗର୍ଭବତୀଙ୍କୁ ଟିକା ଦେବାକୁ ପାଇଁ କୋ-ୱିନ୍ ପୋର୍ଟାଲରେ ପଞ୍ଜିକରଣ ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ କୋୱିନ୍ ପୋର୍ଟାଲରେ ସ୍ୱତନ୍ତ୍ର ଫିଚର ବ୍ୟବସ୍ଥା କରାଯାଇଛି । ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି, ପଞ୍ଜିକରଣ ନ କରି ମଧ୍ୟ ସିଧା ଟିକାକେନ୍ଦ୍ରକୁ ଆସି ଗର୍ଭବତୀ ମହିଳା ଟିକା ନେଇପାରିବେ । ଗର୍ଭବତୀ ମହିଳାମାନେ ଟିକାକେନ୍ଦ୍ରକୁ ଆସିଲେ ଧାଡିରେ ଠିଆ ହେବାକୁ ପଡିବ ନାହିଁ । ସେମାନଙ୍କୁ ତୁରନ୍ତ ଟିକା ଦିଆଯିବ । ଆଶା ଦିଦି ଏନେଇ ସେମାନଙ୍କୁ ସହାୟତା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା