Masthead

୨୧ ରେ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ ରେ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସହିତ ୨୩ ରୁ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି। ଅଳ୍ପ ପରିମାଣର ବର୍ଷା ହେବା ସହିତ ଟାଣ ଖରା ମଧ୍ୟ ରହିବ । ୨୧ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇ ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ ।

ଓଡ଼ିଶା ଉପକୂଳରୁ ଦୂରରେ ସମୁଦ୍ରରେ ରହିବା ହେତୁ ଉପକୂଳ ସମେତ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ। ତେବେ ୨୩ ତାରିଖ ଲଘୁଚାପଟି ଓଡ଼ିଶା ଉପକୂଳ ସ୍ପର୍ଶ କରିବା ପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଫଳରେ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ