Masthead

ଛୁଆଙ୍କୁ କୂଅକୁ ଠେଲିଦେଲା ମା’

ରାଇକିଆ (ବଡ଼ ଖବର ବ୍ୟୁରୋ): ସ୍ୱାମୀସ୍ତ୍ରୀ ଝଗଡ଼ାରୁ ଦୁଇ ସନ୍ତନଙ୍କ ମୃତ୍ୟୁ । ଏଭଳି ଦୁଖଃଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ଖ୍ରୀଷ୍ଟିଆନ ସାହିରେ । ରାକେଶ ପାତ୍ର ଓ ତାଙ୍କ ସ୍ତ୍ରୀ ଭାଗ୍ୟ ପାତ୍ରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଶୁକ୍ରବାର ରାତିରେ କଳି ଝଗଡ଼ା ହୋଇଥିଲା ।

ଉତ୍ୟକ୍ତ ଭାଗ୍ୟ ଦୁଇ ଛୁଆଙ୍କୁ ନେଇ ୩କିଲୋମିଟର ଦୂର ଅଲିମା ରାସ୍ତା କଡ଼ରେ ଥିବା କୂଅ ନିକଟକୁ ଯାଇଥିଲା । ଭାଗ୍ୟ ଦୁଇ ଛୁଆଙ୍କୁ କୂଅକୁ ଠେଲି ଦେଇଥିଲେ । ଆଉ ନିଜେ ନ ଡେଇଁ କୂଅ ପାଖରେ ବସି କାନ୍ଦୁଥିଲେ । ରାତି ପାହିଗଲା । ଖବର ପାଇଁ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହୀନି ଦୁଇ ଛୁଆଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି