Masthead

ଟ୍ରାନ୍ସଜେଣ୍ଡରଙ୍କୁ ଦିଆଯିବ ଟିକା

(ବଡ଼ ଖବର ବ୍ୟୁରୋ): ଏଣିକି ଟ୍ରାନ୍ସଜେଣ୍ଡରଙ୍କୁ ଦିଆଯିବ ଟିକା । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଖୁବଶୀଘ୍ର ଜାରି ହେବ ଏସଓପି। ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମୁନିସିପାଲଟି କମିଶନରଙ୍କୁ ସ୍ୱାସ୍ଥ୍ୟ ବିଭାଗ ଏନେଇ ନିର୍ଦ୍ଦେଶ ଦେଇଛି ।

କରୋନା ଟିକାକରଣରେ କୌଣସି ଭେଦଭାବ ନକରି କିମ୍ବା କୌଣସି  ସାମାଜିକ କଳହ ସୃଷ୍ଟି ନକରିବା ପାଇଁ ପରାମର୍ଶ ଦିଆଯାଇଛି । ଟ୍ରାନ୍ସଜେଣ୍ଡର ମାନଙ୍କର କୌଣସି ନିଦ୍ଧିଷ୍ଟ ପରିଚୟ ନଥିବାରୁ ପରିଚୟପତ୍ର ବିନା ଏମାନଙ୍କର ଟିକାକରଣ କରାଯାଇପାରିବ । ଟ୍ରାନ୍ସଜେଣ୍ଡରଙ୍କ ୧୦୦ପ୍ରତିଶତ ଟିକାକରଣ ସୁନିଶ୍ଚିନ୍ତ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅଣ୍ଟା ଭିଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ