ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୋମବାର ଠାରୁ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶନ । ସଂସଦ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଡାକିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ବିଲକୁ ଗୃହରେ ପାସ୍ କରାଇବା ପାଇଁ ସରକାର ଲକ୍ଷ୍ୟ ରଖିଥିବାବେଳେ ବିରୋଧୀ ଟିକାକରଣ, ଚାଷୀ ପ୍ରସଙ୍ଗ । ରାଫେଲ ଭଳି ମୁଦ୍ରାରେ ସରକାରଙ୍କୁ ଘେରିବେ ବୋଲି ସୂଚନା ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକରେ ବସିବ । ଏହି ଅଧିବେଶନ ଜୁଲାଇ ୧୯ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ଯାଏଁ ଚାଲିବ । ଏଥିରେ ୧୯ ଟି କାର୍ଯ୍ୟ ଦିବସ ରହିଛି ଏବଂ ୧୫ ବିଲ୍ ସଂସଦରେ ଉପସ୍ଥାପିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ