Masthead

ଆସୁଛି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଲଘୁଚାପ । ୨୧ରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୩ରୁ ପ୍ରବଳ ବର୍ଷା । ରବିବାରଠାରୁ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଏହାଛଡ଼ା ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ