ଆତ୍ମସମର୍ପଣ କଲେ ହାଡକୋର ମାଓବାଦୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରିରେ ଆତ୍ମସମର୍ପଣ କଲେ ୨ ହାଡକୋର ମାଓବାଦୀ । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଛନ୍ତି । ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ବେଳେ ଜଣେ ମହିଳା ଥିବା ସୂଚନା ମିଳିଛି । ଆତ୍ମସମର୍ପଣକାରୀ ହେଲେ ସବିତା ଓ ରାଇଧର ।

ସବିତା ନାଁରେ ୨ ଲକ୍ଷ ପୁରସ୍କାର ରାଶି ଏବଂ ରାଇଧରଙ୍କ ନାଁରେ ୧ ଲକ୍ଷ ପୁରସ୍କାର ରାଶି ଥିଲା । କରୋନା ଭୟରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ସେପଟେ ମାଓ କ୍ୟାମ୍ପରେ ଅନେକ ସଂକ୍ରମିତ ଥିବା ଆତ୍ମସମର୍ପଣକାରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!