Masthead

ନବଜୋତ ସିଂ ସିଦ୍ଧୁ ହେଲେ ପଞ୍ଜାବର ସର୍ଦ୍ଦାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନବଜୋତ ସିଂ ସିଦ୍ଧୁ ହୋଇଛନ୍ତି ପଞ୍ଜାବ କଂଗ୍ରେସର ସଭାପତି। କଂଗ୍ରେସଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି।

ସିଦ୍ଧୁଙ୍କୁ ରାଜ୍ୟ କଂଗ୍ରେସର ସଭାପତି କରିବା ସହିତ ୪ ଜଣଙ୍କୁ କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତ କରିଛନ୍ତି ସୋନିଆ। ଚାରିଜଣ କାର୍ଯ୍ୟକାରୀ ନେତା ହେଲେ ସଙ୍ଗତ ସିଂ ଗିଲାଜିଆନ୍, ସୁଖବିନ୍ଦର ସିଂ ଡାନି, ପବନ ଗୋୟଲ ଏବଂ କୁଲଜିତ ସିଂ ନାଗ୍ରା। ଦଳ ପକ୍ଷରୁ ଏହାର ଏକ ବିଜ୍ଞପ୍ତି ମଧ୍ୟ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା