Masthead

କମୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସଂକ୍ରମଣ କମୁଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୫୯୭୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୩ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ,ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୫୯୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୩୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୦୪୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୧୩୫୮୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ