Masthead

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା: ୩ମୃତ

ଡେରାଡୁନ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା । ୩ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ସେହିପରି ୪ଜଣ ଏପର୍ଯ୍ୟନ୍ତ ନିଖୋଜ ରହିଛନ୍ତି । ଏମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । ରିପୋର୍ଟ ଅନୁସାରେ ମୃତକଙ୍କ ମଧ୍ୟରେ ଦୁଇଜଣ ମହିଳା ରହିଥିବା ବେଳେ ଏକ ୬ବର୍ଷର ଶିଶୁ ମଧ୍ୟ ରହିଛି । ତେବେ ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ହୋଇ ବହୁ କ୍ଷୟକ୍ଷତି ହୋଇଛି । ବହୁ ଘର ପାଣି ମଧ୍ୟରେ ବୁଡ଼ି ରହିଥିବା ବେଳେ ଅନେକ ସ୍ଥାନରେ ପାଣି ମଧ୍ୟ ଜମି ରହିଛି । ପାଣି ଜମି ରହିଥିବା କାରଣରୁ ଯାତାୟାତରେ ମଧ୍ୟ ବାଧା ଉପୁଜିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ