Masthead

ସାପର ଦାମ ଅଢେଇ କୋଟି

(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶ ଲଖିମିପୁର ଖେରିରେ ଏକ ବିରଳ ପ୍ରଜାତିର ସାପ ଧରାପଡିଛି। ଯାହାର ମୂଲ୍ୟ କୋଟି କୋଟି ଟଙ୍କା ବୋଲି କୁହାଯାଉଛି । ମୈଲାନି ପୋଲିସ ଦୁର୍ଲଭ ପ୍ରଜାତିର ଦୁଇମୁଣ୍ଡିଆ ସାପ ସହ ଚାରିଜଣ ଚୋରା ଚାଲାଣକାରୀଙ୍କୁ ଗିରଫ କରିଛି। ଅନ୍ତର୍ଜାତୀୟ ବଜାରରେ ଏହି ସାପର ମୂଲ୍ୟ ଅଢେଇ କୋଟି ଟଙ୍କା ବୋଲି କୁହାଯାଉଛି।

ପୋଲିସ ଇନ୍ସପେକ୍ଟର ଚନ୍ଦ୍ରଭନ୍ ଯାଦବ କହିଛନ୍ତି ସଂସାରପୁର ଥାନା ପ୍ରଭାରୀ ସତୀଶ ଚନ୍ଦ୍ର ଯାଦବଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ ବନବିଭାଗ ଟିମ ଗୋଲା-ଖୁଟର ରାସ୍ତା କାକୋରୀ ତିରାହ ଠାରେ ଏକ ଅଭିଯାନ ଆରମ୍ଭ କରିଥିଲେ । ଲାଲାପୁର ଗାଁର ଚାରିଜଣ ସନ୍ଦିଗ୍ଧଙ୍କୁ ଧରି ଖୋଜାଖୋଜି କରାଯାଇଥିଲା। ସେମାନେ କେଉଁଆଡେ ଯିବା ପାଇଁ ଗାଡିକୁ ଅପେକ୍ଷା କରିଥିଲେ। ଅନୁସନ୍ଧାନ ସମୟରେ ସେମାନଙ୍କ ପାଖରୁ ଦୁଇ ମୁଣ୍ଡିଆ ସାପ ଉଦ୍ଧାର କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି