Masthead

ମାହାଙ୍ଗା ଡବଲ ମର୍ଡରର ପୁନଃ ନିରପେକ୍ଷ ତଦନ୍ତ ଦାବି

କଟକ (ବଡ଼ ଖବର ବ୍ୟୁରୋ): ସୋମବାର କଟକ ଜିଲ୍ଲା କଂଗ୍ରେସ କମିଟି ସଭାପତି ମାନସ ଚୌଧୁରୀ ଓ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ଦେବେନ୍ଦ୍ର ସାହୁଙ୍କ ନେତୃତ୍ୱରେ କଂଗ୍ରେସ ଦଳର ଏକ ପ୍ରତିନିଧି ମଣ୍ଡଳୀ ମାହାଙ୍ଗାର ସ୍ବର୍ଗତ କୁଳମଣି ବରାଳ, ସ୍ବର୍ଗତ ଦିବ୍ୟସିଂହ ବରାଳ ଓ ସ୍ବର୍ଗତ ପ୍ରଫୁଲ୍ଲ ବିଶ୍ୱାଳଙ୍କ ହତ୍ୟା ଘଟଣାରେ ସମ୍ପୃକ୍ତ ପ୍ରମୁଖ ୧୩ନମ୍ବର ଆସାମୀ ପ୍ରତାପ ଜେନାଙ୍କ ନାମ ଚାର୍ଜସିଟରୁ କାଟିଦେବା ପ୍ରତିବାଦରେ ଓ ପୁନଃ ନିରପେକ୍ଷ ତଦନ୍ତ ଦାବିରେ ମୃତକଙ୍କ ପରିବାରକୁ ନ୍ୟାୟ ଦେବା ଓ ପୋଲିସ ଚାପମୁକ୍ତ ହୋଇ କାର୍ଯ୍ୟ କରିବା ଦାବିରେ କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।

ତଦନ୍ତକାରୀ ପୋଲିସ ଅଧିକାରୀଙ୍କ ସମେତ ଅନେକ ଅଧିକାରୀଙ୍କ ଭୂମିକା ଘୋର ସନ୍ଦେହ ସୃଷ୍ଟି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି