Masthead

ବିନାଭକ୍ତରେ ବାହୁଡ଼ା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଫେରିବେ ଶ୍ରୀଜଗନ୍ନାଥ । ଭାଇଭଉଣୀଙ୍କ ସହ ଶ୍ରୀମନ୍ଦିର ବାହୁଡ଼ିବେ ଶ୍ରୀଜିଉ । ଶରଧାବାଲିରେ ଚାଲିଛି ପ୍ରସ୍ତୁତି । ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ । ପୁରୀ ବଡ଼ଦାଣ୍ଡରେ କର୍ଫ୍ୟୁ । ବିନାଭକ୍ତରେ ବାହୁଡ଼ାଯାତ୍ରା । ପୁରୀରେ ସୁରକ୍ଷା କଡ଼ାକଡ଼ି । ଭୋର ୪ଟା ୧୦ରେ ମଙ୍ଗଳ ଆଳତି ଶେଷ । ବାହୁଡ଼ାଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ।

ମଧ୍ୟାହ୍ନ ୧୨ଟା ସୁଦ୍ଧା ପହଣ୍ଡି । ୨.୩୦ରୁ ୩.୩୦ ମଧ୍ୟରେ ଛେରାପହଁରା । କେବଳ ସେବାୟତ ଟାଣିବେ ରଥ । ଅମାନିଆଙ୍କ ଉପରେ କଡ଼ା ନଜର ରଖିବ ଡ୍ରୋନ୍ । ଘର ଛାତ, ବାଲକୋନିକୁ ଯିବା ମନା । ସୋସିଆଲ ମିଡ଼ିଆରେ ଫଟୋ ପୋଷ୍ଟ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ