Masthead

ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବୁଧବାର ଚାରି ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ । ବାଲେଶ୍ୱର, ପୁରୀ, ସୋନପୁର ଓ କୋରାପୁଟରେ ଟିକାକରଣ ବନ୍ଦ ରହିଛି । ତେବେ ରାଜ୍ୟର ୭୫୮ଟି କେନ୍ଦ୍ରରେ ଭ୍ୟାକ୍ସିନେସନ ଜାରି ରହିଛି । ସେପଟେ ରାଜ୍ୟରେ ମଧ୍ୟ ଗର୍ଭବତୀଙ୍କୁ ଟିକାକରଣ ଜାରି ରହିଛି ।

ମଙ୍ଗଳବାର ୨ ହଜାର ୫୬୬ ଜଣ ଗର୍ଭବତୀ ଟିକାକରଣରେ ସାମିଲ ହୋଇଛନ୍ତି । ଏପର୍ଯ୍ୟନ୍ତ ମୋଟ୍ ୭ ହଜାର ୩୮୨ ଜଣ ଟିକା ନେଇଛନ୍ତି । ତେବେ ରାଜ୍ୟରେ ୭ ଲକ୍ଷ ୬୮ ହଜାର ୭୨୦ଟି କୋଭିସିଲ୍ଡ ଓ ୧ ଲକ୍ଷ ୧୮ ହଜାର ୫୨୦ଟି କୋଭାକ୍ସିନ୍ ଟିକା ମହଜୁଦ୍ ରହିଛି । ମଙ୍ଗଳବାର ତିନି ଲକ୍ଷ କୋଭିସିଲ୍ଡ ଟିକା ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ