Masthead

ଓଡ଼ିଶାରେ ଜମି ପଟ୍ଟା ବାଣ୍ଟୁଛି ଆନ୍ଧ୍ର

କୋଟିଆ(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଆନ୍ଧ୍ରର ପୁଣି ଅନୁପ୍ରବେଶ । କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରି ଜମିପଟା ବଣ୍ଟନ କଲା ଆନ୍ଧ୍ର । କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରି ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ତିନୋଟି ଗ୍ରାମ ବାସୀଙ୍କୁ ଜଙ୍ଗଲ ଜମି ପଟା, ଚାଷୀ ଉପକରଣ ସାମଗ୍ରୀ, ବଣ୍ଟନ କରିଥିବା ବେଳେ ଅନ୍ୟ ଏକ କାର୍ଯ୍ୟକ୍ରମରେ ମାସ୍କ ଏବଂ ସାନିଟାଇଜର ବଣ୍ଟନ କରାଯାଇଥିବା ନେଇ ଜଣାପଡିଅଛି ।

ଆଜି ପୁଣି ଓଡ଼ିଶା ଆନ୍ଧ୍ରପ୍ରଦେଶ ସୀମାନ୍ତ ସାଲୁର ବିଧାୟକ ପିଡିକା ରାଜନ୍ନ ଦୋରା କୋଟିଆ ପଞ୍ଚାୟତର ସୀମାନ୍ତ ନେରେଡିବାଲାସା ଗ୍ରାମଠାରେ ପହଞ୍ଚିଥିଲେ, ସେଠାରେ ଅଞ୍ଚଳବାସୀ ବିଧାୟକଙ୍କୁ ଏବଂ ଅନ୍ଧ୍ର ଅଧିକାରୀଙ୍କୁ ପଛଟାଇ ଡେମ୍ସା ନଚୋରେ ବାଜା ବଜାଇ ସ୍ୱଗତ କରିଥିଲେ, ଆନ୍ଧ୍ରପ୍ରଦେଶ ପଞ୍ଚାୟତ କରିଥିବା ଗଂଜେଇପଦର ପଞ୍ଚାୟତର ଉପରସେମ୍ବୀ, କୁରୁକୁଟି ପଞ୍ଚାୟତର ନେରେଡିବାଲାସା ଏବଂ ସାରିକି ପଞ୍ଚାୟତ ଅନ୍ତର୍ଗତ ଗାଲିଗାଵଟର ଗ୍ରାମର ମୋଟ ୨୫୮ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟା ବଣ୍ଟନ କରିଥିବା ନେଇ ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର