Masthead

ଫେରିବ ଟିକଟକ !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଭାରତକୁ ଆସିପାରେ ଲୋକପ୍ରିୟ ଆପ୍ ଟିକଟକ । ଅନ୍ୟ ଏକ ନାମ ସହ କରିପାରେ ଲଞ୍ଜ । ପବଜି ଭଳି ଏହି ଆପକୁ ମଧ୍ୟ ପରିବର୍ତ୍ତନ କରାଯାଇ ଲଞ୍ଚ କରାଯିବାର ଯୋଜନା ରହିଛି। ରିପୋର୍ଟ ଅନୁଯାୟୀ, ଟିକଟକର ପ୍ୟାରେଣ୍ଟ୍ କମ୍ପାନୀ ବାଇଟ୍ ଡାନ୍ସ ଏହି ସର୍ଟ ଭିଡିଓ ଆପ୍ ପାଇଁ ଏକ ନୂତନ ଟ୍ରେଡ୍ ମାର୍କ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ପେଟେଣ୍ଟସ୍, ଡିଜାଇନ୍ ଏବଂ ଟ୍ରେଡ୍ ମାର୍କକୁ ଆବେଦନ କରିଛି ।

ଗତ ବର୍ଷ ଜୁନ୍ ମାସରେ କେନ୍ଦ୍ର ସରକାର ଟିକଟକ୍ ସମେତ ୫୬ ଟି ଚାଇନିଜ୍ ଆପ୍ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏହି ନିଷେଧାଦେଶ ସହିତ ଏହାକୁ ସମସ୍ତ ଆପ୍ ଷ୍ଟୋରରୁ ହଟାଇ ଦିଆଯାଇଥିଲା । ଯାହା ପରେ ଏହା ଭାରତୀୟ ବ୍ୟବହାରକାରୀଙ୍କ ପାଇଁ ଉପଲବ୍ଧ ନଥିଲା । ତେବେ ଏହି ଟିକଟକ ଆପ ଭାରତରେ ବହୁତ ଲୋକପ୍ରିୟ ଥିଲା। ଯେତେବେଳେ ଏହାକୁ ନିଷେଧ କରାଯାଇଥିଲା, ଦେଶରେ ଏହାର ପ୍ରାୟ ୨୦୦ ନିୟୁତ ଉପଭୋକ୍ତା ଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ