Masthead

ପ୍ରଭୁଙ୍କୁ ଦେଖିବାକୁ ଝରିଲା ବର୍ଷା

ପୁରୀ (ବଡ଼ ଖବର ବ୍ୟୁରୋ): ବିଶ୍ୱ ଦେଖିଲା ବିଶ୍ୱନିଅନ୍ତାଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେଲେ ସୁନା ଠାକୁର। କରୋନା କଟକଣା ମଧ୍ୟରେ ସମ୍ପନ୍ନ ହୋଇଛି ମହାପ୍ରଭୁଙ୍କ ସୁନାବେଶ । ପ୍ରତିବର୍ଷ ଲକ୍ଷ ଲକ୍ଷ ଭକ୍ତ ମହାପ୍ରଭୁଙ୍କର ସେହି ଦୁର୍ଲଭ ସୁନାବେଶକୁ ଦେଖିବା ପାଇଁ କାହିଁ କେତେଦୂରରୁ ଧାଇଁଆସନ୍ତି ବଡ଼ ଦାଣ୍ଡକୁ । କିନ୍ତୁ ଚଳିତ ବର୍ଷ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରୀ ହୋଇଛି କରୋନା ।

ତେବେ ଏହାରି ଭିତରେ ଆଉ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା । ମହାପ୍ରଭୁଙ୍କ ସୁନାବେଶକୁ ଦେଖିବା ପାଇଁ ସ୍ୱୟଂ ଇନ୍ଦ୍ର ସତେ ଯେମିତି ଓହ୍ଲାଇ ଆସିଥିଲେ ଧରାପୃଷ୍ଠକୁ । ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହେବା କ୍ଷଣି ବଡ଼ ଦାଣ୍ଡରେ ଆରମ୍ଭ ହୋଇଥିଲା ପ୍ରବଳ ବର୍ଷା । ଲାଗୁଥିଲା ସତେ ଯେମିତି ସ୍ୱୟଂ ଇନ୍ଦ୍ର ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶକୁ ଦେଖିବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଅସିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ