Masthead

ଆୟବହିର୍ଭୂତ ସମ୍ପତ୍ତି ଠୁଳ: ଗୋଲାମୁଣ୍ଡା ଏସଆଇ ଗିରଫ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନାର ସବ୍‌ଇନ୍ସପେକ୍ଟର୍ ଉଗ୍ରସେନ ପଟେଲଙ୍କୁ ଗିରଫ । ବାଇକ୍‌ରେ ୨ ଲକ୍ଷ ଟଙ୍କା ନେଉଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍ସ) ଅଧିକାରୀ ତାଙ୍କୁ ଅଟକ ରଖି ପଚରାଉଚରା କରିଥିଲେ। ସେ ନେଉଥିବା ଟଙ୍କାର ଉପଯୁକ୍ତ ହିସାବ ଦେଇ ପାରିନଥିଲେ ।

ସେହି କାରଣରୁ ତାଙ୍କୁ ଗିରଫ କରାଯାଇଛି। ନବରଙ୍ଗପୁର ଭିଜିଲାନ୍ସ ଇନ୍ସପେକ୍ଟର କଳାବତୀ ବାଗଙ୍କ ନେତୃତ୍ବରେ ଅଜିତ ପାଢ଼ୀ, ମାଲକାନାଗିରି ଡିଏସ୍‌ପି ଶୁସାନ୍ତ କୁମାର ବିଶ୍ବାଳ, ନୂଆପଡ଼ା ଭିଜିଲାନ୍ସ ଇନ୍ସପେକ୍ଟର ଦୀନବନ୍ଧୁ ବେହେରା, କଳାହାଣ୍ଡି ଜିଲା ଡିଏସ୍‌ପି ସତ୍ୟବାନ ମହାନନ୍ଦ, ପ୍ରମିଳା ସୁନାନୀ ପ୍ରମୁଖ ଏହି ଚଢ଼ଉ ଦଳରେ ସାମିଲ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ