Masthead

ବିଶ୍ୱେଶ୍ୱର ଟୁଡୁଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ବୁଧବାର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସରେ ଭର୍ତ୍ତି କରାଯାଇଥିଲା। ଟୁଡୁଙ୍କୁ କୋଭିଡ କାରଣରୁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିିଲା ।

ଆଖି ଏବଂ ଦାନ୍ତର ଅସ୍ଥିରେ ଯନ୍ତ୍ରଣା ହେଉଥିବା ସେ କହିଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବଗତ ହେଲାପରେ ନିଜ ଟ୍ୱିଟରରେ ତାଙ୍କର ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ