Masthead

ଆସିଲା ଆଉ ୩ଟି ରାଫେଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଭାରତକୁ ଆସିଲା ଆଉ ତିନୋଟି ରାଫେଲ । ଏହାକୁ ମିଶାଇ ଭାରତକୁ ମୋଟ ୩ଟି ଯୁଦ୍ଧ ବିମାନ ଆସିଛି । ଏବେ ଆସିଥିବା ୩ଟି ରାଫେଲ ବିମାନକୁ ପଶ୍ଚିମବଙ୍ଗର ହାସୀମାରା ଏୟାରବେସଠାରେ ନିୟୋଜିତ ହେବ । ଗତକାଲି ରାତିରେ ଆସିଥିବା ୩ଟି ରାଫେଲ ବିମାନ ନଅଟକି ୮ହଜାର କିଲୋମିଟର ଯାତ୍ରା କରିଥିବା ଜଣାପଡ଼ିଛି । ଏହି ବିମାନଗୁଡ଼ିକ ୟୁଏଇରୁ ୩୩୦ ମଲ୍ଟି-ରୋଲ ଟ୍ରାନ୍ସପୋର୍ଟ ବିମାନ ସହାୟତାରେ ଉଡ଼ାଣ ଭରିଥିଲା । ଭାରତ ସରକାର ୨୦୧୬ ରେ ଫ୍ରାନ୍ସଠାରୁ ୫୯ ହଜାର କୋଟି ଟଙ୍କାର ୩୬ ଟି ରାଫେଲ ଯୁଦ୍ଧ ବିମାନ କିଣିବାକୁ ଚୁକ୍ତି କରିଥିଲେ ।

ଏବେ ଫ୍ରାନ୍ସର ଯୁଦ୍ଧ ବିମାନ ନିର୍ମାତା କମ୍ପାନି ଡାସଲ୍ଡ ଭାରତକୁ ୨୪ଟି ବିମାନ ଯୋଗାଇ ଦେଇଥିବା ବେଳେ ୨୦୨୨ ଶେଷ ସୁଦ୍ଧା ବାକି ବିମାନଗୁଡିକ ଯୋଗାଇ ଦେବ ବୋଲି ଆଶା କରାଯାଉଛି ଜ୍ଝ ଭାରତରେ କରୋନା ସଂକ୍ରମଣ କାରଣରୁ ରାଫେଲ ବିମାନ ଆସିବାରେ ଅନେକ ବିଳମ୍ବ ହୋଇଛି । ଭାରତରୁ ଫ୍ରାନ୍ସ ଯାଇଥିବା ଭାରତୀୟ ପାଇଲଟମାନଙ୍କୁ କ୍ୱାରେଣ୍ଟିନ ସହ ଅନେକ କଟକଣାର ସାମ୍ନା କରିବାକୁ ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା