Masthead

ସଂସଦ ବାହାରେ କୃଷକ ସଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ସଂସଦରେ ମୈାସୁମୀ ଅଧିବେଶନ ଚାଲିଥିବା ବେଳେ ଆଜି କୃଷକ ମାନେ ସଂସଦ ଭବନ ସାମ୍ନାରେ ଧାରଣାରେ ବସିଛନ୍ତି । ଦିଲ୍ଲୀର ଯନ୍ତରମନ୍ତର ଠାରେ ଦୈନିକ ୨୦୦ କୃଷକ ଧାରଣାରେ ବସିବେ । କୃଷକ ଆନ୍ଦୋଳନର ନେତୃତ୍ୱ ନେଉଥିବା ସଂଯୁକ୍ତ କିଷାନ ମୋର୍ଚ୍ଚା ଏହି ଧାରଣାର ନାମ କିଷାନ ସଂସଦ ରଖିଛନ୍ତି ।

ସେପଟେ କୃଷକଙ୍କର ଏଭଳି ନିଷ୍ପତିକୁ ଦେଖି ସିଂଘୁ ସୀମାରେ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି । କାରଣ ୨୦୦କୃଷକ ବସ୍ ମାଧ୍ୟମରେ ସିଂଘୁ ସୀମାକୁ ଯନ୍ତରମନ୍ତର ଆସୁଛନ୍ତି । ଅନ୍ୟପଟେ କୋଭିଡ଼ ସମୟରେ ଧାରଣା ଦେଉଥିବାରୁ କିଷାନ ମୋର୍ଚ୍ଚା ପକ୍ଷରୁ ସରକାରଙ୍କୁ ଏକ ଶପଥପତ୍ର ଦେଇ ବିକ୍ଷୋଭ ସମୟରେ ସମସ୍ତ କୋଭିଡ଼ ନିୟମ ପାଳନ କରାଯିବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ