Masthead

୨୪ ଘଣ୍ଟାରେ ୧୯୧୭ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣର ହାର। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୩୮୫୧ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୦୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି