Masthead

ଦଶପଲ୍ଲାରେ ବଡ଼ ଖବର ସାମ୍ବାଦିକଙ୍କୁ ଦୁର୍ବ୍ୟବହାର

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ଖବର ସଂଗ୍ରହ ବେଳେ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର । ଦୁର୍ବ୍ୟବହାର କରିଛନ୍ତି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଦଶପଲ୍ଲା ନୂଆଗାଁ ଅଞ୍ଚଳର ଚାଷୀମାନେ କୁଆଁରିଆ ଜଳ ଭଣ୍ଡାରେ ଉପରେ ନିର୍ଭର କରନ୍ତି । ଏଠାରେ ଏକ ଏସଡିଓ କାର୍ଯ୍ୟାଳୟ ରହିଛି । ମାତ୍ର କେନାଲଟି ମାଟିରେ ମିଶିବା ସହିତ ଏଠାରେ ବେଆଇନ ଘର ମଧ୍ୟ ନିର୍ମାଣ କରାଯାଉଛି ।

ଏ ସମ୍ପର୍କରେ ଖବର ନେବା ପାଇଁ ଏସଡିଓ ଅଫିସ ଯାଇଥିଲେ ବଡ଼ ଖବର ସାମ୍ବାଦିକ ମାତ୍ର ଏଠାରେ ଏସଡିଓ ନଥିବାରୁ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲା । ମାତ୍ର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାକେଶ ମିଶ୍ର ପ୍ରତିକ୍ରିୟା ଶିଳ ଦୁର୍ବ୍ୟବହାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ