Masthead

ବଡ଼ ଖବରର ପ୍ରଭାବ: ତିର୍ତ୍ତୋଲ ବ୍ଲକରେ ହେଲା ରାସ୍ତା

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ବଡ଼ ଖବରର ପ୍ରଭାବ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ୍ ଵୋଧେଈ ଗ୍ରାମରେ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଅନିୟମିତତା କରି ଅଧାପନ୍ତରିଆ ଭାବେ ଠିକାଦାର କାର୍ଯ୍ୟ ବନ୍ଦ୍ କରିଦେଇଥିଲେ। ଯେଉଁଥିପାଇଁ କାଦୁଅ ରାସ୍ତାରେ ଯାଉଥିବା ଲୋକ ଏବଂ ଗାଡ଼ି ଫସି ରହି ନାନାଦି ଅସୁବିଧା ଭୋଗକରୁଥିଲେ ଲୋକେ ।

ତେବେ ଏନେଇ ଖବର ବଡ଼ ଖବରରେ ଖବର ପ୍ରସାରଣ ସହ ଏହି କାର୍ଯ୍ୟ ଦାୟିତ୍ୱରେ ଥିବା କନିଷ୍ଠଯନ୍ତ୍ରୀକୁ ଅବଗତ କରାଯାଇଥିଲା। କନିଷ୍ଠ ଯନ୍ତ୍ରୀ ସଂପୃକ୍ତ ଠିକାଦାରଙ୍କୁ ତୁରନ୍ତ କାର୍ଯ୍ୟ କରିବାପାଇଁ ନିର୍ଦ୍ଦେଶ ଦେଇଥିଲେ। ଯାହାଫଳରେ ରାସ୍ତାର ସମସ୍ୟା ସମାଧାନ ହୋଇପାରିଛି। ତେବେ ଖବର ପ୍ରସାରଣ ପାଇଁ ବଡ଼ ଖବରକୁ ଏବଂ କନିଷ୍ଠଯନ୍ତ୍ରୀଙ୍କ କାର୍ଯ୍ୟ ସ୍ଥାନୀୟ ଅଧିବାସୀମାନେ ପ୍ରଶଂସା କରିବା ସହ ଧନ୍ୟବାଦ୍ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ