ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ…

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶନିବାର ରାଜ୍ୟର ୪ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ବାଲେଶ୍ବର, କୋରାପୁଟ ଓ ସୋନପୁରରେ ଟିକାକରଣ ବନ୍ଦ ରହିବ। ମାତ୍ର ୮୨୯ଟିକାକରଣ ଅଧିବେଶନ ଅନୁଷ୍ଠିତ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଶୁକ୍ରବାର ୯୦୫ ଟିକାକରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା।

ଏଥିରେ ୧ଲକ୍ଷ ୨୩ହଜାର ୬୮୩ଜଣଙ୍କୁ କରୋନା ଟିକା ଦିଆଯାଇଥିଲା। ଏହାକୁ ମିଶାଇ ୧କୋଟି ୫୧ଲକ୍ଷ ୨୪ହଜାର ୮୦୯ ଡୋଜ୍‌ ଟିକା ଦିଆଗଲାଣି। ୧୦୯୧ଜଣ ଗର୍ଭବତୀଙ୍କୁ ଟିକା ଦିଆଯାଇଥିଲା। ଏହାକୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ୧୨,୨୩୧ଜଣ ଗର୍ଭବତୀ ଟିକା ନେଇ ସାରିଲେଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ