Masthead

ଅଗଷ୍ଟ ୨୩ରୁ ପିଜି ଏଣ୍ଟ୍ରାନ୍ସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୨୩ରୁ ଆରମ୍ଭ ହେବ ପିଜି ଏଣ୍ଟ୍ରାନ୍ସ । ଏନେଇ ସୂଚନା ଦେଲେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ । ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୧ ମଧ୍ୟରେ ଏକକ ପିଜି ପ୍ରବେଶିକା ପରୀକ୍ଷା ହେବ । ଚଳିତବର୍ଷ ଯୁକ୍ତ ତିନି ଶେଷ ସେମିଷ୍ଟାର ପରୀକ୍ଷା ଅଗଷ୍ଟ ୧୯ସୁଦ୍ଧା ଆରମ୍ଭ ହେବ ।

ଯାହାର ଫଳାଫଳ ସେପ୍ଟେମ୍ବର ୨୭ସୁଦ୍ଧା ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ । ଅକ୍ଟୋବର ୧୫ ସୁଦ୍ଧା ପିଜି ନାମଲେଖା ଆରମ୍ଭ ହେବ । ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର