ପ୍ରକାଶ ପାଇବ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ । କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍ସାମିନେସନ (ସିଆଇଏସ୍‌ସିଇ) ଦ୍ବାରା ପରିଚାଳିତ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ଫଳ ଶନିବାର ଅପରାହ୍ନ ୩ ଟାରେ ପାଇବ ।

ଛାତ୍ରଛାତ୍ରୀ ବୋର୍ଡ ୱେବସାଇଟ୍‌ www.cisce.org ଓ www.results.cisce.org ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ନିଜର ରେଜଲ୍ଟ ଜାଣିପାରିବେ। ଏଥିସହ ସ୍କୁଲଗୁଡ଼ିକ ବୋର୍ଡର କ୍ୟାରିଅର ପୋର୍ଟାଲକୁ ବ୍ୟବହାର କରି ପରୀକ୍ଷାଫଳ ପାଇପାରିବେ ବୋଲି ବୋର୍ଡ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି। ସିଆଇଏସ୍‌ସିଇ ଅଧୀନରେ ରାଜ୍ୟର ୯୬ଟି ବିଦ୍ୟାଳୟ ରହିଛି। ଯେଉଁଥିରେ ଉଭୟ ଶ୍ରେଣୀର ପାଖାପାଖି ୧୦ ହଜାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ