Masthead

ଗ୍ୟାଙ୍ଗଷ୍ଟରର ଗେମ୍ ଓଭର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଗେମ ଓଭର । ଯିଏ ଦିନେ ଏନକାଉଣ୍ଟରରେ ଲୋକଙ୍କ ଜୀବନ ନେଉଥିଲା ତା’ର ଆଜି ଏନକାଉଣ୍ଟରରେ ଜୀବନ ଗଲା । କୁଖ୍ୟାତ ଅପରାଧୀ ନାଁରୁ ଲିଭିଗଲା ହାଇଦରର ନାଁ ।

ଏନକାଉଣ୍ଟରରେ ହାଇଦର ଶରୀରରେ ତିନୋଟି ଗୁଳି ମାଡ଼ ହୋଇଥିବା ସୂଚନା ଦେଇଛନ୍ତି କଟକ ଡ଼ସିପି ପ୍ରତୀକ ସିଂହ । ପୋଲିସର ଗୁଳି ମାଡ଼ରେ ହାଇଦରର ବାମ ହାତରେ ଗୋଟେ ଗୁଳି ମାଡ଼ ଲହୋଇଥିବାବେଳେ ଅଣ୍ଟାରେ ଦୁଇଟି ଗୁଳି ବାଜିଥିବା କହିଛନ୍ତି କଟକ ଡିସିପି । ହାଇଦରକୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ତାହାର ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା