ବିଜୟ ଅଭିଯାନ ଆରମ୍ଭ କରିଛନ୍ତି ସିନ୍ଧୁ

(ବଡ଼ ଖବର ବ୍ୟୁରୋ): ବିଜୟ ଅଭିଯାନ ଆରମ୍ଭ କରିଛନ୍ତି ସିନ୍ଧୁ । ସେ ଇସ୍ରାଏଲର ପୋଲକାରପୋଭାଙ୍କୁ ପରାସ୍ତ କରିଛନ୍ତି । ଭାରତର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ୨୧-୭, ୨୧-୧୦ ସେଟରେ ପୋଲକାରପୋଭାଙ୍କୁ ପରାସ୍ତ କରିଛନ୍ତି । ସେପଟେ ଭାରତୀୟ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତୀୟ ସୁଟର ମନୁ ଭକର ଏବଂ ଯଶସ୍ୱିନୀ ସିଂ ଦେଶୱାଲ ଯୋଗ୍ୟତା ଅର୍ଜନ ରାଉଣ୍ଡରେ ଫେଲ୍ ମାରିଛନ୍ତି ।

ଯଦିଓ ଦୁହେଁ ଆରମ୍ଭରେ ଭଲ ପ୍ରଦର୍ଶନ କରିଥିଲେ କିନ୍ତୁ ଏହାକୁ ଆଗକୁ ବଢିପାରିନଥିଲେ । ଏହା ବ୍ୟତୀତ ଆଜି ଦିନଟି ଭାରତୀୟଙ୍କ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର।  ୬ ଥର ବିଶ୍ୱ ଚାମ୍ପିଅନ୍ ମେରି କମ୍, ସାନିଆ ମିର୍ଜା ଏବଂ ସାଜନ ପ୍ରକାଶ ସନ୍ତରଣରେ ଭାରତର ଆହ୍ୱାନ ଉପସ୍ଥାପନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’